ଦେବଦତ୍ତ ପଟ୍ଟନାୟକଙ୍କ ପୁସ୍ତକ “ରାମାୟଣ ବନାମ ମହାଭାରତ” ଉନ୍ମୋଚିତ
ଦେବଦତ୍ତ ପଟ୍ଟନାୟକଙ୍କ ପୁସ୍ତକ “ରାମାୟଣ ବନାମ ମହାଭାରତ” ଉନ୍ମୋଚିତ ବିବିଧତା ହିଁ ହିନ୍ଦୁଧର୍ମର ଅନନ୍ୟ ବିଭବ: ଦେବଦତ୍ତ ଭୁବନେଶ୍ବର: ଇସ୍ଲାମ୍, ଖ୍ରୀଷ୍ଟିଆନ୍ ଓ ଅନ୍ୟ ପାଶ୍ଚାତ୍ୟ ଧର୍ମଠାରୁ ହିନ୍ଦୁଧର୍ମ ପୃଥକ। ବିବିଧତା ହିଁ ହିନ୍ଦୁ ଧର୍ମର ଅନନ୍ୟ ବିଭବ ବୋଲି କହିଛନ୍ତି ପ୍ରସିଦ୍ଧ ଲେଖକ ଓ ପୁରାଣବିତ୍ ଦେବଦତ୍ତ ପଟ୍ଟନାୟକ। ତାଙ୍କର ପୁସ୍ତକ “ରାମାୟଣ ବନାମ ମହାଭାରତ” ଉନ୍ମୋଚନ ଅବସରରେ ସେ କହିଥିଲେ ଯେ ଇସ୍ଲାମ୍ ଓ ଖ୍ରୀଷ୍ଟିଆନ୍ ଧର୍ମରେ [...]