ଖାଦ୍ୟ ,ବସ୍ତ୍ର ଓ ବାସଗୃହ ଭଳି ବିଜୁଳି ମଧ୍ୟ ଆଜିର ଦିନରେ ଆମ ପାଇଁ ଏକ ମୌଳିକ ଆବଶ୍ୟକତା |
ଭୁବନେଶ୍ୱର:ଖାଦ୍ୟ ,ବସ୍ତ୍ର ଓ ବାସଗୃହ ଭଳି ବିଜୁଳି ମଧ୍ୟ ଆଜିର ଦିନରେ ଆମ ପାଇଁ ଏକ ମୌଳିକ ଆବଶ୍ୟକତା | ହେଲେ ରାଜ୍ୟରେ ମନଇଛା ବିଜୁଳି ବିଲ ଆଦାୟ ,ମହଙ୍ଗା ବିଜୁଳି ,ଅଘୋଷିତ ବିଦ୍ୟୁତ କାଟ ସାଙ୍ଗକୁ ପୁଣି ଆରମ୍ଭ କଲେଣି ଆଗୁଆ ବିଜୁଳି ବିଲ ଆଦାୟ ବ୍ୟବସ୍ଥା | ଭୁଷୁଡ଼ା ବିଦ୍ୟୁତ ବିଭାଗ, ଭଙ୍ଗା ଖୁଣ୍ଟି ଛିଣ୍ଡା ତାରରେ ଯୋଗାଯାଉଛି ଉନ୍ନତମାନର ବିଦ୍ୟୁତ ସେବା !ରାଜ୍ୟର ୯୯ ଲକ୍ଷ [...]