Search for:

ଓଡ଼ିଶା ରାଜ୍ୟ ଅଭିଲେଖାଗାର, ଭୁବନେଶ୍ୱର । ବିଷୟ-ଓଡ଼ିଶାର ସଂସ୍କୃତି ଓ ପରମ୍ପରା

ଓଡ଼ିଶା ରାଜ୍ୟ ଅଭିଲେଖାଗାର, ଭୁବନେଶ୍ୱର । ବିଷୟ-ଓଡ଼ିଶାର ସଂସ୍କୃତି ଓ ପରମ୍ପରା ଭୁବନେଶ୍ୱର- ତା୦୧.୦୯.୨୦୨୩ରିଖ । ଓଡ଼ିଶା ରାଜ୍ୟ ଅଭିଲେଖାଗାରରେ ୭୦ତମ ସଂସ୍କୃତି ଚର୍ଚ୍ଚା ସମ୍ପାନ ସମାରୋହ ଅନୁଷ୍ଠିତ ହୋଇ ଯାଇଅଛି । ଉକ୍ତ ଉତ୍ସବରେ ମୁଖ୍ୟ ବକ୍ତା ଭାବରେ ଯୋଗଦାନ କରିଥିଲେ ପ୍ରଫେସର ପ୍ରସନ୍ନ କୁମାର ସ୍ୱାଇଁ, ବିଶିଷ୍ଟ ଶିକ୍ଷାବିତ୍‌, ସାହିତ୍ୟିକ ତଥା କୁଳପତି, ସଂସ୍କୃତି ବିଶ୍ୱବିଦ୍ୟାଳୟ, ଭୁବନେଶ୍ୱର । ସମ୍ମାନନୀୟ ଅତିଥି ତଥା ସଭା ପରିଚାଳନା କରିଥିଲେ [...]