ନିଟ୍ ପରୀକ୍ଷା ବିବାଦ ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀଙ୍କ ସାମ୍ବାଦିକ ସମ୍ମିଳନୀ
ନିଟ୍ ପରୀକ୍ଷା ବିବାଦ ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀଙ୍କ ସାମ୍ବାଦିକ ସମ୍ମିଳନୀ ଛାତ୍ରଛାତ୍ରୀଙ୍କ ସ୍ୱାର୍ଥ ରକ୍ଷା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ, ନିଟ୍ ମାମଲାରେ ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ -ଧର୍ମେନ୍ଦ୍ର ପ୍ରଧାନ • ତ୍ରୁଟିଶୂନ୍ୟ ପରୀକ୍ଷା କରାଇବା ହେଉଛି ଆମର ପ୍ରତିବଦ୍ଧତା • ଏନଟିଏରେ ସଂସ୍କାର ନେଇ ସରକାର ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିବାକୁ ଯାଉଛନ୍ତି • ଏନଟିଏ, ଏହାର ଢାଞ୍ଚା, କାର୍ଯ୍ୟକାରିତା, ପରୀକ୍ଷା ପ୍ରକ୍ରିୟା, ପାରଦର୍ଶୀତା ଏବଂ [...]