Search for:

ଓଡ଼ିଶାର ଲୋକପ୍ରିୟ ଟପ୍ ୫ ମେଗା ଧାରାବାହିକ ମଧ୍ୟରେ ଜୀ ସାର୍ଥକର ୫ଟି ମେଗା ଧାରାବାହିକ

ଓଡ଼ିଶାର ଲୋକପ୍ରିୟ ଟପ୍ ୫ ମେଗା ଧାରାବାହିକ ମଧ୍ୟରେ ଜୀ ସାର୍ଥକର ୫ଟି ମେଗା ଧାରାବାହିକ ଜୀ-ସାର୍ଥକ ସଦା ସର୍ବଦା ନୂତନ, ଅଭିନ୍ନ କାହାଣୀ, ପାରିବାରିକ ଓ ଓଡ଼ିଶାର ମହିଳାମାନଙ୍କ ଚିନ୍ତାଧାରକୁ ନେଇ ଦର୍ଶକମାନଙ୍କ ମନୋରଞ୍ଜନ କରିଆସିଛି । ଜୀ ସାର୍ଥକ ରେ ଲୋକାଦୃତ ପାଲଟିଥିବା ‘ତୁ ଖରା ମୁଁ ଛାଇ’, ‘ସୁନା ଝିଅ’, ‘ଆମ ଝିଲି’, ‘ସାଥିରେ’ ଓ ‘ଖୁସିର ଛୁଙ୍କ’ ପରି ମେଗା ଧାରାବାହିକ ସବୁ ଦର୍ଶକଙ୍କ [...]

ଜାତୀୟ ପୁରସ୍କାର ପାଇଲା ପରେ ଓଡିଆ ଚଳଚ୍ଚିତ୍ର “ପ୍ରତୀକ୍ଷା”କୁ ଶୁଭେଚ୍ଛା ର ସୁଅ

ଜାତୀୟ ପୁରସ୍କାର ପାଇଲା ପରେ ଓଡିଆ ଚଳଚ୍ଚିତ୍ର “ପ୍ରତୀକ୍ଷା”କୁ ଶୁଭେଚ୍ଛା ର ସୁଅ ଭୁବନେଶ୍ୱର:୬୯ ତମ ଜାତୀୟ ଚଳଚ୍ଚିତ୍ର ଫେଷ୍ଟିଭାଲ ରେ ପୁରସ୍କୃତ ହେଲା ଓଡ଼ିଆ ଚଳଚ୍ଚିତ୍ର “ପ୍ରତୀକ୍ଷା” l ଏତେବଡ ଖୁସି ଖବର ପାଇଲା ପରେ ପ୍ରତୀକ୍ଷା ଟିମ୍ କୁ ଶୁଭେଚ୍ଛା ର ସୁଅ ଛୁଟିବାରେ ଲାଗିଛି l ଓଡ଼ିଆ ଚଳଚ୍ଚିତ୍ର ଜଗତର ପ୍ରଯୋଜକ ସଚ୍ଚିକାନ୍ତ ଜେନା, ଶ୍ରୀଧର ମାର୍ଥା ଏବଂ ପ୍ରଯୋଜକ ଙ୍କ ସହିତ ମିଡ଼ିଆ ପ୍ଲାନର [...]

 ‘ପ୍ରତୀକ୍ଷା’ ଟିମ୍‌କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

‘ପ୍ରତୀକ୍ଷା’ ଟିମ୍‌କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର: ୬୯ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା ହୋଇଛି। ଏହା ମଧ୍ୟରେ ସ୍ଥାନ ପାଇଛି ଓଡ଼ିଆ ଚଳଚ୍ଚିତ୍ର । ଅନୁପମ ପଟ୍ଟନାୟକଙ୍କ ଫିଲ୍ମ ‘ପ୍ରତୀକ୍ଷା’କୁଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ବିବେଚିତ କରାଯାଇଛି। ଶେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ‘ପ୍ରତୀକ୍ଷା’ ୬୯ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇବା ଅତ୍ୟନ୍ତ ଖୁସିର ବିଷୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସମଗ୍ର ରାଜ୍ୟ ପାଇଁ ଗୌରବ ଆଣିଥିବାରୁ [...]

ଓଡିଆ ଚଳଚ୍ଚିତ୍ର ଜଗତ ପାଇଁ ନୂଆଁ ପ୍ରୟାସ ରିଲିଜ ହେଲା ନୂଆ ଚଳଚ୍ଚିତ୍ର ‘ଟି’ କଞ୍ଚାଲଙ୍କା।

କଞ୍ଚା ଲଙ୍କା ସିନେମା ହଲ୍ ଓଡିଆ ଚଳଚ୍ଚିତ୍ର ଜଗତ ପାଇଁ ନୂଆଁ ପ୍ରୟାସ ରିଲିଜ ହେଲା ନୂଆ ଚଳଚ୍ଚିତ୍ର ‘ଟି’ ଭୁବନେଶ୍ୱର:ଓଡ଼ିଶାର ଅଗ୍ରଣୀ ଓଟିଟି ପ୍ଲାଟଫର୍ମ ‘କଞ୍ଚା ଲଙ୍କା’ ପାରମ୍ପରିକ ସିନେମା ହଲ୍ ରୁ ଆଉ ପାଦେ ଆଗେଇ ନିଜର ନୂଆ ଟି.ଭି.ଓ.ଡି. ସର୍ଭିସ୍ ‘କଞ୍ଚା ଲଙ୍କା ସିନେମା ହଲ୍’ କୁ ସିନେମା ଦୁନିଆରେ ଉପସ୍ଥାପନ କରିଛି । ଓଡ଼ିଶାର ଚଳଚ୍ଚିତ୍ର ନିର୍ମାତା ପାରମ୍ପରିକ ସିନେମା ହଲ୍ ସହ କଞ୍ଚା [...]