ପଞ୍ଚଦଶ ରାଜକିଶୋର ନାୟକ ସ୍ମୃତି ଗାନ୍ଧୀ ବକ୍ତୃତା
ଅହିଂସା ଓ ଶାନ୍ତି ଗାନ୍ଧିଜୀଙ୍କ ଶ୍ରେଷ୍ଠ ଆବିଷ୍କାର: ବୀରପ୍ପା ମୋଇଲି ପଞ୍ଚଦଶ ରାଜକିଶୋର ନାୟକ ସ୍ମୃତି ଗାନ୍ଧୀ ବକ୍ତୃତା ଭୁବନେଶ୍ୱର: ଅହିଂସା ଓ ଶାନ୍ତି ସମଗ୍ର ମାନବ ଜାତି ପାଇଁ ଗାନ୍ଧିଜୀଙ୍କ ଶ୍ରେଷ୍ଠ ଆବିଷ୍କାର। ବିଶ୍ୱବ୍ୟାପୀ ଏହାର ସଫଳ ଉପଯୋଗ କରାଯାଇଛି ବୋଲି କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ, ପୂର୍ବତନ କେନ୍ଦ୍ରମନ୍ତ୍ରୀ, ବିଶିଷ୍ଟ ସାହିତ୍ୟିକ ତଥା ଭାରତୀୟ ଜ୍ଞାନପୀଠ ଦ୍ୱାରା ପ୍ରଦତ୍ତ ମୂର୍ତ୍ତିଦେବୀ ପୁରସ୍କାରରେ ସମ୍ମାନିତ ଡକ୍ଟର ଏମ୍ ବୀରପ୍ପା ମୋଇଲି [...]