ରାଜ୍ୟ ଗ୍ରନ୍ଥାଗାରରେ ପାଳନ ହେଲା ୭୮ତମ ସ୍ୱାଧୀନତା ଦିବସ ସମାରୋହ
ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରରେ ପାଳନ ହେଲା ୭୮ତମ ସ୍ୱାଧୀନତା ଦିବସ ସମାରୋହ ଭୁବନେଶ୍ୱର, (୧୬/୦୮) : ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରରେ ଆଜି ୭୮ତମ ସ୍ୱାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ଗ୍ରନ୍ଥାଗାରର ସ୍ୱତନ୍ତ୍ର କାର୍ଯ୍ୟରତ ଅଧିକାରୀ ଶ୍ରୀମତୀ ଅନୁଜା ତାରିଣୀ ମିଶ୍ର ଆଜିର କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ । ସର୍ବପ୍ରଥମେ ଶ୍ରୀମତୀ ମିଶ୍ରଙ୍କ ଦ୍ୱାରା ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା। ଏହାପରେ ସେ ଜାତୀୟ [...]