Search for:

ବନ୍ଧୁଙ୍କ ପାଇଁ ଦିନି ଟିଏ ।

ଭୁବନେଶ୍ୱର: ଆଜି ଫ୍ରେଣ୍ଡସିପ୍ ଡେ ବା ବନ୍ଧୁତ୍ୱ ଦିବସ । ବନ୍ଧୁଙ୍କ ପାଇଁ ଦିନି ଟିଏ । ଅଗଷ୍ଟ ମାସର ପ୍ରଥମ ରବିବାରକୁ ବନ୍ଧୁତ୍ୱ ଦିବସ ଭାବେ ପାଳନ କରାଯାଇଥାଏ । ବନ୍ଧୁତ୍ୱର ଏହି ପବିତ୍ର ବନ୍ଧନ ଆଜି କି କାଲି ନୁହେଁ ବରଂ ବହୁ ପୁରାତନ କାଳରୁ ଚାଲିଆସିଛି । ଦେଶର ବିଭିନ୍ନ ସ୍ଥାନରେ ଆଜି ଫ୍ରେଣ୍ଡସିପ୍ ଡେ ବା ବନ୍ଧୁତା ଦିବସଟି ବହୁ ଆଡମ୍ବରେ ପାଳନ କରାଯାଉଛି [...]

ବୈଦେଶିକ ମନ୍ତ୍ରୀଙ୍କ ସହ ‘ଷ୍ଟଡି ଇନ୍ ଇଣ୍ଡିଆ’ ପୋର୍ଟାଲର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

ବୈଦେଶିକ ମନ୍ତ୍ରୀଙ୍କ ସହ ‘ଷ୍ଟଡି ଇନ୍ ଇଣ୍ଡିଆ’ ପୋର୍ଟାଲର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ    ଭାରତରେ ବିଦେଶୀ ଛାତ୍ରଛାତ୍ରୀଙ୍କ ଏକାଡେମିକ୍ ଯାତ୍ରାକୁ ସହଜ କରିବ – ଧର୍ମେନ୍ଦ୍ର ପ୍ରଧାନ • ଛାତ୍ରଛାତ୍ରୀଙ୍କ ପଞ୍ଜିକରଣ ଓ ଭିସା ଆବେଦନ ସହିତ ଗୋଟିଏ ପ୍ଲାଟଫର୍ମରେ ସବୁ ସମସ୍ୟାର ହେବ ସମାଧାନ • ଶିକ୍ଷା ମନ୍ତ୍ରଣାଳୟ, ବୈଦେଶିକ ମନ୍ତ୍ରଣାଳୟ ଏବଂ ଗୃହ ମନ୍ତ୍ରଣାଳୟର ମିଳିତ ଉଦ୍ୟମରେ ଏହି ପୋର୍ଟାଲ ପ୍ରସ୍ତୁତ ହୋଇଛି • ଷ୍ଟଡି [...]

ଗୋଦାବରୀଶ ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ ପାଳିତ

ଗୋଦାବରୀଶ ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ ପାଳିତ ଭୁବନେଶ୍ୱର- ତା୨୭.୦୭.୨୦୨୩- ଓଡ଼ିଆ ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ,ଓଡ଼ିଆ ଭାଷା ସୁରକ୍ଷା ଆନ୍ଦୋଳନର କର୍ଣ୍ଣଧାର, ସତ୍ୟବାଦୀ ବନ ବିଦ୍ୟାଳୟର ଶିକ୍ଷକ,ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ, ପୂର୍ବତନ ମନ୍ତ୍ରୀ ଓ ବିଶିଷ୍ଟ କବି ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ୬୭ତମ ଶ୍ରାଦ୍ଧୋତ୍ସଵ ଆଜି ପ୍ରତ୍ୟୁଷରେ ଭୁବନେଶ୍ୱର ପିଏମଜିଛକସ୍ଥିତ ତାଙ୍କ ପ୍ରତିମୂର୍ତ୍ତିସ୍ଥଳୀରେ ଉପଶାସନ ସଚିବ ମାଥିଆସ ତିର୍କୀଙ୍କ ସଂଯୋଜନାରେ [...]

ସାମ୍ବାଦିକ କଲ୍ୟାଣ ଯୋଜନା ୱେବ ପୋର୍ଟାଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଭୁବନେଶ୍ୱର: ୦୭.୦୭ ଏଣିକି କାଗଜକଲମ ନୁହେଁ ଗୋଟିଏ କ୍ଲିକରେ ସାମ୍ବାଦିକ ବୀମା । ସାମ୍ବାଦିକ କଲ୍ୟାଣ ଯୋଜନା ୱେବ ପୋର୍ଟାଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଣିକି ସ୍ବାସ୍ଥ୍ୟ ବୀମା ହେଉ କି ଅନ୍ୟାନ୍ୟ ସହାୟତା ପାଇଁ ସାମ୍ବାଦିକଙ୍କୁ ଜିଲ୍ଲା କିମ୍ବା ରାଜ୍ୟ ମୁଖ୍ୟାଳୟକୁ ଆସିବାକୁ ପଡ଼ିବନାହିଁ ।ଏହି ପୋର୍ଟାଲ ଜରିଆରସାମ୍ବାଦିକଙ୍କ ପାଇଁ ପୋର୍ଟାଲ ଲୋକାର୍ପିତ କରି ଖୁସି ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ । ୫ଟି ନୀତି [...]