ସାମ୍ବାଦିକ କଲ୍ୟାଣ ଯୋଜନା ୱେବ ପୋର୍ଟାଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ଭୁବନେଶ୍ୱର: ୦୭.୦୭ ଏଣିକି କାଗଜକଲମ ନୁହେଁ ଗୋଟିଏ କ୍ଲିକରେ ସାମ୍ବାଦିକ ବୀମା । ସାମ୍ବାଦିକ କଲ୍ୟାଣ ଯୋଜନା ୱେବ ପୋର୍ଟାଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଣିକି ସ୍ବାସ୍ଥ୍ୟ ବୀମା ହେଉ କି ଅନ୍ୟାନ୍ୟ ସହାୟତା ପାଇଁ ସାମ୍ବାଦିକଙ୍କୁ ଜିଲ୍ଲା କିମ୍ବା ରାଜ୍ୟ ମୁଖ୍ୟାଳୟକୁ ଆସିବାକୁ ପଡ଼ିବନାହିଁ ।ଏହି ପୋର୍ଟାଲ ଜରିଆରସାମ୍ବାଦିକଙ୍କ ପାଇଁ ପୋର୍ଟାଲ ଲୋକାର୍ପିତ କରି ଖୁସି ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ । ୫ଟି ନୀତି [...]