Search for:

‘କାଦମ୍ବିନୀ’ ଓ ‘କୁନିକଥା’ର ସ୍ୱନକ୍ଷତ୍ର ଉତ୍ସବ

ଭାବନା ପରିପ୍ରକାଶର ପ୍ରକୃଷ୍ଟ ମାଧ୍ୟମ ହେଉଛି ମାତୃଭାଷା: ଗୋଆ ରାଜ୍ୟପାଳ ‘କାଦମ୍ବିନୀ’ ଓ ‘କୁନିକଥା’ର ସ୍ୱନକ୍ଷତ୍ର ଉତ୍ସବ ଭୁବନେଶ୍ୱର, ୩ ।୦୭: ଭାବନା ପରିପ୍ରକାଶର ପ୍ରକୃଷ୍ଟ ମାଧ୍ୟମ ହେଉଛି ମାତୃଭାଷା ବୋଲି ଗୋଆ ରାଜ୍ୟପାଳ ପି.ଏସ୍‍. ଶ୍ରୀଧରନ ପିଲାଇ କହିଛନ୍ତି । ରବିବାର ମାସିକ ପାରିବାରିକ ପତ୍ରିକା ‘କାଦମ୍ବିନୀ’ର ଚତୁର୍ବିଂଶ ଏବଂ ଶିଶୁ-କିଶୋର ପତ୍ରିକା ‘କୁନିକଥା’ର ତ୍ରୟୋଦଶ ସ୍ୱନକ୍ଷତ୍ର ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶ୍ରୀ ପିଲାଇ [...]

ପୂରୀ ରଥଯାତ୍ରା ପରିଚାଳନାର ସଫଳ ବିନ୍ଧାଣୀ

ପୂରୀ ରଥଯାତ୍ରା ପରିଚାଳନାର ସଫଳ ବିନ୍ଧାଣୀ ଭୁବନେଶ୍ୱର:ଓଡିଶା ପୋଲିସର ଦକ୍ଷ ରଣନୀତି ତଥା ଦୂରଦୃଷ୍ଟି ଯୋଗୁଁ ଚଳିତବର୍ଷର ପୂରୀ ବିଶ୍ବ ପ୍ରସିଦ୍ଦ ଘୋଷଯାତ୍ରା ବେଶ ସୁରୁଖୁରୁରେ ସମ୍ପଣ୍ନ ହୋଇଯାଇଛି।ପ୍ରାୟ ୨୫ ରୁ ୩୦ଲକ୍ଷ ଲୋକକୁଂ ନେଇ ଅନୁଷ୍ଠିତ ଏହି ଯାତ୍ରାରେ ଆଇନଶୃଂଖଳା ପରିସ୍ଥିତି ଠାରୁ ଆରମ୍ଭ କରି ଟ୍ରାଫିକ ସମସ୍ଯା ଗୁଳୁଗୁଳିରୁ ବଂଚିବା ପାଇଁ ପାଣି ସିଂଚନ ଠାରୁ ଆରମ୍ଭ କରି ଫାଷ୍ଟଏଡ ସେବା ସବୁଥିରେ ପୋଲିସ ପକ୍ଷରୁ ସ୍ବତନ୍ତ୍ର [...]