ଭୁବନେଶ୍ୱରର ଡିଏନ୍ ହୋମ୍ସ ଗ୍ରୁପରେ ଇନ୍କମ୍ ଟ୍ୟାକ୍ସ ରେଡ୍।
ୟୁନିଟ୍-୪ରେ ଭଡ଼ାରେ ରହୁଥିବା ସଂସ୍ଥାର ଜଣେ କର୍ମଚାରୀଙ୍କ ଘରୁ ନଗଦ ୩୦ କୋଟି ଟଙ୍କା ଜବତ। ଭୁବନେଶ୍ୱର: ରିୟଲ୍ ଇଷ୍ଟେଟ୍ ବ୍ୟବସାୟ ପ୍ରତିଷ୍ଠାନ ଡିଏନ ଗ୍ରୁପ୍ ଉପରେ ଆୟକର ବିଭାଗ ପକ୍ଷରୁ ବଡ଼ ଧରଣର ରେଡ୍ ହୋଇଛି । ଭୁବନେଶ୍ୱର ଆଇଆରସି ଭିଲେଜସ୍ଥିତ ସଂସ୍ଥାର ମୁଖ୍ୟ କାର୍ଯ୍ୟାଳୟ ସମେତ ୨୫ ରୁ ଅଧିକ ଜାଗାରେ ଆଜି ବଡ଼ି ସକାଳୁ ଏକକାଳୀନ ଚଢ଼ଉ ଚାଲିଛି । ୟୁନିଟ୍-୪ରେ ଭଡ଼ାରେ ରହୁଥିବା ସଂସ୍ଥାର [...]