ଓଡ଼ିଆ ଚଳଚ୍ଚିତ୍ର “ନିୟତି” ର ଟ୍ରେଲର ଏବଂ ଅଡିଓ ଲୋକାର୍ପଣ
ଓଡ଼ିଆ ଚଳଚ୍ଚିତ୍ର “ନିୟତି” ର ଟ୍ରେଲର ଏବଂ ଅଡିଓ ଲୋକାର୍ପଣ ଭୁବନେଶ୍ୱର’:ସମରେଶ ରାଉତରାୟ ଙ୍କ ପ୍ରସ୍ତୁତି, ଏସ ଥ୍ରୀ ମୁଭିଜ ପ୍ରଯୋଜିତ ଏବଂ ରିସା ଫିଲ୍ମସ ସହଯୋଗୀତା ରେ ନିର୍ମିତ ହୋଇଥିବା ଓଡ଼ିଆ ଚଳଚ୍ଚିତ୍ର “ନିୟତି” ଆସନ୍ତା ୨୧ ଜୁଲାଇ ଶୁକ୍ରବାର ଦିନ ସାରା ଓଡିଶାରେ ମୁକ୍ତିଲାଭ କରିବାକୁ ଯାଉଥିବା ବେଳେ ଭୁବନେଶ୍ୱର ପ୍ରେସ କ୍ଲବ ଠାରେ ଚଳଚ୍ଚିତ୍ରର ଟ୍ରେଲର ରିଲିଜ ଏବଂ ଅଡିଓ ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି [...]