Search for:
  • Home/
  • ରାଜ୍ୟ/
  • ମୀନାକ୍ଷୀ ବାହିନୀପତି ରାଜ୍ୟ ମହିଳା କଂଗ୍ରେସ ସଭାପତି ନିଯୁକ୍ତ

ମୀନାକ୍ଷୀ ବାହିନୀପତି ରାଜ୍ୟ ମହିଳା କଂଗ୍ରେସ ସଭାପତି ନିଯୁକ୍ତ

Spread the love

Loading

ମୀନାକ୍ଷୀ ବାହିନୀପତି ରାଜ୍ୟ ମହିଳା କଂଗ୍ରେସ ସଭାପତି ନିଯୁକ୍ତ

ଭୁବନେଶ୍ୱର-ତା ୩୦/୧/୨୪ ରିଖ:-ଆଜି ଏଆଇସିସି ଅଧ୍ୟକ୍ଷ ଶ୍ରୀ ମଲ୍ଲିକାର୍ଜୁନ ଖଡଗେ ଓଡିଶା ପିସିସି ସଭାପତି ଶ୍ରୀ ଶରତ ପଟ୍ଟନାୟକ ଙ୍କ ସୁପାରିଶ କ୍ରମେ ଶ୍ରୀ ମତି ମିନାକ୍ଷୀ ଵାହୀନିପତିଙ୍କୁ ରାଜ୍ୟ ମହିଳା କଂଗ୍ରେସ ସଭାପତି ଭାବେ ନିଯୁକ୍ତି ପ୍ରଦାନ କରିଛନ୍ତି ବୋଲି ଏଆଇସିସି ସାଧାରଣ ସମ୍ପାଦକ(ସଙ୍ଗଠନ) ଶ୍ରୀ ବେଣୁ ଗୋପାଳ ଏକ ପ୍ରେସ ବିଜ୍ଞପ୍ତି ରେ ଜଣାଇଛନ୍ତି।ଶ୍ରୀମତୀ ମିନାକ୍ଷୀ ବାହିନୀପତି କୋରାପୁଟ ମୁନିସିପାଲିଟିର ଅଧ୍ୟକ୍ଷl ଭାବେ ୨ ଥର ନିର୍ବାଚିତ ହୋଇଥିଲେ।ସେ କୋରାପୁଟ ଜିଲ୍ଲା କଂଗ୍ରେସର ସଭାପତି ଭାବରେ ୨୦୧୧ ମସିହାରୁ ୨୦୨୩ ମସିହା ପର୍ଯ୍ୟନ୍ତ ଦୀର୍ଘ ୧୩ ବର୍ଷ ଧରି କାର୍ଯ୍ୟ କରିଥିଲେ।ଅଧୁନା ଶ୍ରୀମତୀ ବାହିନୀପତି ପ୍ରଦେଶ କଂଗ୍ରେସ କମିଟି ର ସାଧାରଣ ସମ୍ପାଦକ ଭାବେ କାର୍ଯ୍ୟ କରୁଛନ୍ତି।ସେ ବରିଷ୍ଠ କଂଗ୍ରେସ ନେତା ତଥା ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି ଙ୍କ ସହଧର୍ମିଣୀ ଅଟନ୍ତି।

Leave A Comment

All fields marked with an asterisk (*) are required