Search for:
  • Home/
  • ରାଜ୍ୟ/
  • ଏକାମ୍ର ନିର୍ବାଚନ ମଣ୍ଡଳୀରେ ବିଜେପି ବିଧାୟକ ପ୍ରାର୍ଥୀ ବାବୁ ସିଂ ଙ୍କ ପ୍ରଚାର।

ଏକାମ୍ର ନିର୍ବାଚନ ମଣ୍ଡଳୀରେ ବିଜେପି ବିଧାୟକ ପ୍ରାର୍ଥୀ ବାବୁ ସିଂ ଙ୍କ ପ୍ରଚାର।

Spread the love

Loading

ଏକାମ୍ର ନିର୍ବାଚନ ମଣ୍ଡଳୀରେ ବିଜେପି ବିଧାୟକ ପ୍ରାର୍ଥୀ ବାବୁ ସିଂ ଙ୍କ ପ୍ରଚାର।

ଭୁବନେଶ୍ୱର,୧୯/୦୪: ଏକାମ୍ର ନିର୍ବାଚନ ମଣ୍ଡଳୀରେ ଦିନକୁ ଦିନ ବିଜେପି ର ଶକ୍ତି ବୃଦ୍ଧି ପାଇବାରେ ଲାଗିଛି।ଆଜି ପ୍ରଥମେ ସକାଳୁ ଖଣ୍ଡଗିରି ଅଞ୍ଚଳର ଖାରବେଳ ପାର୍କ ରେ ବିଜେପି ବିଧାୟକ ପ୍ରାର୍ଥୀ ବାବୁ ସିଂ ଲୋକଙ୍କ ସହ ମିଶିଥିଲେ।ତାପରେ ବରମୁଣ୍ଡା ହାଉସିଂବୋଡ଼ କଲୋନୀ ଅଞ୍ଚଳରେ ବିଧାୟକ ପ୍ରାର୍ଥୀ ବାବୁ ସିଂ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଙ୍କ ସହ ମିଶି ପଦଯାତ୍ରା କରି ଲୋକଙ୍କ ସମସ୍ୟା ପଚାରି ବୁଝିବା ସହ ବିଜେପି କୁ ଭୋଟ୍ ଦେଇ ଜିତେଈବାକୁ ଅନୁରୋଧ କରିଥିଲେ। ଏକାମ୍ର ନିର୍ବାଚନ ମଣ୍ଡଳୀରେ ଦିନକୁ ଦିନ ବିଜେପି ତାର ଶକ୍ତି ବୃଦ୍ଧି କରିବାରେ ଲାଗିପଡିଛି। ପଦ ଯାତ୍ରା ସମୟରେ ବିଜେପି କୁ ବିପୁଳ ଜନସମର୍ଥନ ଦେଖିବାକୁ ମିଳୁଛି।

Leave A Comment

All fields marked with an asterisk (*) are required