Search for:
  • Home/
  • ରାଜ୍ୟ/
  • ଏକାମ୍ର ନିର୍ବାଚନ ମଣ୍ଡଳୀରେ ପାର୍କ ରେ ବିଜେପି ବିଧାୟକ ପ୍ରାର୍ଥୀ ବାବୁ ସିଂ ଙ୍କ ପ୍ରଚାର।

ଏକାମ୍ର ନିର୍ବାଚନ ମଣ୍ଡଳୀରେ ପାର୍କ ରେ ବିଜେପି ବିଧାୟକ ପ୍ରାର୍ଥୀ ବାବୁ ସିଂ ଙ୍କ ପ୍ରଚାର।

Spread the love

Loading

ଏକାମ୍ର ନିର୍ବାଚନ ମଣ୍ଡଳୀରେ ପାର୍କ ରେ ବିଜେପି ବିଧାୟକ ପ୍ରାର୍ଥୀ ବାବୁ ସିଂ ଙ୍କ ପ୍ରଚାର।

ଭୁବନେଶ୍ୱର,୨୫/୦୪: ଏକାମ୍ର ନିର୍ବାଚନ ମଣ୍ଡଳୀରେ ଦିନକୁ ଦିନ ବିଜେପି ର ଶକ୍ତି ବୃଦ୍ଧି ପାଇବାରେ ଲାଗିଛି।ଆଜି ପ୍ରଥମେ ସକାଳୁ ବିଜେବି ନଗର ଅଞ୍ଚଳରେ ପାର୍କ ରେ ବିଜେପି ବିଧାୟକ ପ୍ରାର୍ଥୀ ବାବୁ ସିଂ ଲୋକଙ୍କ ସହ ମିଶିବା ସହ ଲୋକଙ୍କ ସମସ୍ୟା ପଚାରି ବୁଝିବା ବିଜେପି କୁ ଭୋଟ୍ ଦେଇ ଜିତେଈବାକୁ ଅନୁରୋଧ କରିଥିଲେ। ଏକାମ୍ର ନିର୍ବାଚନ ମଣ୍ଡଳୀରେ ଦିନକୁ ଦିନ ବିଜେପି ତାର ଶକ୍ତି ବୃଦ୍ଧି କରିବାରେ ଲାଗିପଡିଛି। ଏକାମ୍ର ନିର୍ବାଚନ ମଣ୍ଡଳୀରେ ପଦଯାତ୍ରା, ଡୋର କ୍ୟମ୍ପେନ, ପଥପ୍ରାନ୍ତ ପ୍ରଚାର ସମୟରେ ବିଜେପି କୁ ବିପୁଳ ଜନସମର୍ଥନ ଦେଖିବାକୁ ମିଳୁଛି।

Leave A Comment

All fields marked with an asterisk (*) are required