Search for:
  • Home/
  • Uncategorized/
  • ରାଜ୍ୟପାଳଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ପତ୍ର ପ୍ରଦାନ କଲେ ନବୀନ ପଟ୍ଟନାୟକ

ରାଜ୍ୟପାଳଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ପତ୍ର ପ୍ରଦାନ କଲେ ନବୀନ ପଟ୍ଟନାୟକ

Spread the love

Loading

ରାଜ୍ୟପାଳଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ପତ୍ର ପ୍ରଦାନ କଲେ ନବୀନ ପଟ୍ଟନାୟକ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ ପଟ୍ଟନାୟକ । ରାଜଭବନରେ ରାଜ୍ୟପାଳଙ୍କୁ ଭେଟି ଇସ୍ତଫାପତ୍ର ପ୍ରଦାନ କରିଛନ୍ତି ନବୀନ ପଟ୍ଟନାୟକ। ବିଜେଡିର ବରିଷ୍ଠ ନେତାଙ୍କ ସହ ଆଲୋଚନା ପରେ ଆଜି ରାଜଭବନରେ ପହଞ୍ଚି ଇସ୍ତଫା ଦେଇଛନ୍ତି ନବୀନ ।

Leave A Comment

All fields marked with an asterisk (*) are required