Search for:
  • Home/
  • ରାଜ୍ୟ/
  • ୨୧ ରୁ ୨୪ ଯାଏଁ ସାମୟିକ ଆଶ୍ବସ୍ତି ୨୫ ରୁ ପୁଣି ବଢିବ ତାତି !

୨୧ ରୁ ୨୪ ଯାଏଁ ସାମୟିକ ଆଶ୍ବସ୍ତି ୨୫ ରୁ ପୁଣି ବଢିବ ତାତି !

Spread the love

Loading

୨୧ ରୁ ୨୪ ଯାଏଁ ସାମୟିକ ଆଶ୍ବସ୍ତି

୨୫ ରୁ ପୁଣି ବଢିବ ତାତି !

ଆଜି ରାଜ୍ୟର ମୟୁରଭଞ୍ଜ, ବୌଦ୍ଧ, କଟକ, କେନ୍ଦୁଝର, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ନବରଙ୍ଗପୁର, ଗଞ୍ଜାମ, ଖୋର୍ଦ୍ଧା, ଦେବଗଡ, ଏବଂ ଢେଙ୍କାନାଳ ଜିଲ୍ଲାରେ ଗ୍ରୀଷ୍ମ ଲହରୀ ଅନୁଭୂତ ହୋଇଛି, ଏଥି ସହ ଚଳିତ ଅପ୍ରେଲ ରେ ୭ ଦିନ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇସାରିଛି |
ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦିନ ତାପମାତ୍ରା ରେ ବିଶେଷ ପରିବର୍ତନ ର ସମ୍ଭାବନା ନଥିବା ବେଳେ ପରବର୍ତୀ ୩ ଦିନ ମଧ୍ୟରେ ପଶ୍ଚିମା-ଝଡ ଦ୍ୱାରା ପ୍ରଶମିତ କାଳବୈଶାଖୀ ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରା ୨ ରୁ ୩ ଡ଼ିଗ୍ରୀ ଯାଏଁ ହ୍ରାସ ଘଟିବାରେ ସମ୍ଭାବନା ରହିଛି | ପ୍ରଭାବରେ ୨୧ ରୁ ୨୪ ଅପ୍ରେଲ ମଧ୍ୟରେ ରାଜ୍ୟରେ ତାତିରୁ ସାମୟିକ ଆଶ୍ବସ୍ତି ମିଳିବାର ସମ୍ଭାବନା ରହିଥିବା ବେଳେ, *୨୫ ତାରିଖ ପରଠାରୁ ପୁଣି ଶୁଷ୍କ ବାୟୁର ପ୍ରଭାବ ବୃଦ୍ଧି ସହ ରାଜ୍ୟର ତାପମାତ୍ରା ବୃଦ୍ଧି ସହ ଅପ୍ରେଲ ଶେଷ ଆଡକୁ ଗ୍ରୀଷ୍ମ ଲହରୀ ସହ କିଛି ଅଞ୍ଚଳରେ ଉଷ୍ମ ଆଦ୍ର ପାଣିପାଗ ପରିସ୍ତିତି ସୃଷ୍ଟି ହେବାର ସମ୍ଭାବନା* ରହିଛି |

Leave A Comment

All fields marked with an asterisk (*) are required