Search for:
  • Home/
  • ରାଜ୍ୟ/
  • ଲୋକସଭା ବାଚସ୍ପତି ହେଲେ ଓମ୍ ବିର୍ଲା…

ଲୋକସଭା ବାଚସ୍ପତି ହେଲେ ଓମ୍ ବିର୍ଲା…

Spread the love

Loading

ଦ୍ୱିତୀୟ ଥର ପାଇଁ ଲୋକସଭା ବାଚସ୍ପତି ହେଲେ ଓମ୍ ବିର୍ଲା…

ଦ୍ୱିତୀୟ ଥର ପାଇଁ ଲୋକସଭା ବାଚସ୍ପତି ହେଲେ ସାଂସଦ ଓମ୍‍ ବିର୍ଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଥମେ ଓମ୍‍ ବିର୍ଲାଙ୍କ ନାମ ପ୍ରସ୍ତାବ ଦେଇଥିଲେ । ପ୍ରଧାନମନ୍ତ୍ରୀଙ୍କ ଏହି ପ୍ରସ୍ତାବକୁ ସମର୍ଥନ କରିଛନ୍ତି ଏନଡିଏର ସମସ୍ତ ସାଂସଦ । ବାଚନିକ ଭୋଟରେ ବିଜୟୀ ହୋଇଥିବାରୁ ଓମ୍‍ ବିର୍ଲାଙ୍କୁ ବାଚସ୍ପତି ଭାବେ ନିର୍ବାଚିତ ହୋଇଥିବା ଘୋଷଣା କରିଛନ୍ତି କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ । ବିରୋଧୀ ଦଳ ପକ୍ଷରୁ କେରଳରୁ ୮ ଥରର ସାଂସଦ କେ ସୁରେଶଙ୍କ ନାମ ସୁପାରିଶ କରାଯାଇଥିଲା । କେ ସୁରେଶଙ୍କୁ ହରାଇ ସାଂସଦ ଓମ୍‍ ବିର୍ଲା ଅଷ୍ଟଦଶ ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି।

Leave a reply

  • Default Comments (0)
  • Facebook Comments

Leave A Comment

All fields marked with an asterisk (*) are required