Search for:
  • Home/
  • ଦେଶ-ବିଦେଶ/
  • ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଲେ ଅଷ୍ଟ୍ରେଲିଆର ସ୍ୱାସ୍ଥ୍ୟ ମନ୍ତ୍ରୀ ମାର୍କ ବଟଲର୍ ଏମପି ।

ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଲେ ଅଷ୍ଟ୍ରେଲିଆର ସ୍ୱାସ୍ଥ୍ୟ ମନ୍ତ୍ରୀ ମାର୍କ ବଟଲର୍ ଏମପି ।

Spread the love

Loading

ନୂଆଦିଲ୍ଲୀ ଠାରେ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଲେ ଅଷ୍ଟ୍ରେଲିଆର ସ୍ୱାସ୍ଥ୍ୟ ମନ୍ତ୍ରୀ ମାର୍କ ବଟଲର୍ ଏମପି । ଏହି ଅବସରରେ ନର୍ସିଂ ଏବଂ ବରିଷ୍ଠ ନାଗରିକଙ୍କ ସ୍ୱାସ୍ଥ୍ୟସେବା ସହ ଜଡ଼ିତ ପାଠ୍ୟକ୍ରମ ଓ ପ୍ରଶିକ୍ଷଣ ଏବଂ ଦକ୍ଷତା ବିକାଶ ଉପରେ ଆଲୋଚନା କଲେ ।

Leave A Comment

All fields marked with an asterisk (*) are required