କଟକ, ଭୁବନେଶ୍ବରରେ ଆଜି ଆଳୁ କେଜି ୫୦ ଟଙ୍କା ଥିବା ସୂଚନା
ଆଳୁ_ଦର_୩୨/୩୪_ହେଲାଣି- ମନ୍ତ୍ରୀ.
-ଆଳୁ ଦର ସ୍ବାଭାବିକ ହେଉଥିବା କହିଲେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
-‘ପଶ୍ଚିମବଙ୍ଗରୁ ଆଳୁ ଆସୁନଥିବାରୁ ଦର ବଢ଼ିଥିଲା, ଏବେ ଆସିବା ଆରମ୍ଭ’
-‘ପଶ୍ଚିମବଙ୍ଗ ସରକାରଙ୍କ ସହ ଆଲୋଚନା ପରେ ଆସିବା ଆରମ୍ଭ ହୋଇଛି’
-‘ବଜାର ଦର ଧିରେ ଧିରେ ସ୍ବାଭାବିକ ହେଉଛି, ଦର ୩୨/୩୪ ଟଙ୍କା ହେଲାଣି’
-ତେବେ ମନ୍ତ୍ରୀ ୩୨/୩୪ କହୁଥିଲେ ବି ରାଜ୍ୟର ବିଭିନ୍ନ ସ୍ଥାନରେ ଦର ଉଚ୍ଚା
କଟକ, ଭୁବନେଶ୍ବରରେ ଆଜି ଆଳୁ କେଜି ୫୦ ଟଙ୍କା ଥିବା ସୂଚନା