Search for:
  • Home/
  • ରାଜ୍ୟ/
  • ୧୦_ନୂଆ_ରାଜ୍ୟପାଳଙ୍କୁ_ନିଯୁକ୍ତି

୧୦_ନୂଆ_ରାଜ୍ୟପାଳଙ୍କୁ_ନିଯୁକ୍ତି

Spread the love

Loading

୧୦_ନୂଆ_ରାଜ୍ୟପାଳଙ୍କୁ_ନିଯୁକ୍ତି!.
ଭୁବନେଶ୍ୱର:୧୦ ରାଜ୍ୟର ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦେଲେ ରାଷ୍ଟ୍ରପତି
-ପଞ୍ଜାବ ଓ ଚଣ୍ଡିଗଡ଼ର ନୂଆ ରାଜ୍ୟପାଳ ହେଲେ ଗୁଲାବ ଚାନ୍ଦ କଟରିଆ
-ରାଜସ୍ଥାନର ନୂଆ ରାଜ୍ୟପାଳ ହେଲେ ହରିଭାଓ କିଷାନରାଓ ବାଗ୍‌ଦେ
-ପଞ୍ଜାବର ନୂଆ ରାଜ୍ୟପାଳ ହେଲେ ଗୁଲାବ ଚାନ୍ଦ କଟରିଆ*
-ହରିଭାଓ କିଷାନରାଓ ବାଗଦେ ରାଜସ୍ଥାନର ନୂଆ ରାଜ୍ୟପାଳ
-ଜିଷ୍ଣୁଦେବ ବର୍ମାଙ୍କୁ ତେଲେଙ୍ଗାନାର ରାଜ୍ୟପାଳ ନିଯୁକ୍ତି
-ପଞ୍ଜାବ ରାଜ୍ୟପାଳ ବନୱାରୀଲାଲ୍ ପୁରୋହିତଙ୍କ ଇସ୍ତଫାପତ୍ର ଗ୍ରହଣ
ସନ୍ତୋଷ କୁମାର ଗାଙ୍ଗୱାର ହେଲେ ଝାଡ଼ଖଣ୍ଡର ରାଜ୍ୟପାଳ
-ବିଶ୍ବଭୂଷଣ ହରିଚନ୍ଦନଙ୍କ ବଦଳରେ ରାମେନ ଡିକା ଛତିଶଗଡ଼ ରାଜ୍ୟପାଳ!.

Leave A Comment

All fields marked with an asterisk (*) are required