Search for:

ଯଶିପୁର ବିଇଓ ନିଲମ୍ବିତ।

Spread the love

Loading

ଯଶିପୁର ବିଇଓ ନିଲମ୍ବିତ

ବାରିପଦା;:ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ କ୍ରମେ ମୟୂରଭଞ୍ଜ ଜିଲ୍ଲା ଯଶିପୁର ବ୍ଲକ ଶିକ୍ଷାଧିକାରୀ ମଙ୍ଗଲ ଚରଣ ସିଂଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି । ବିଭାଗୀୟ ଚିଠି ନଂ ୨୭୯୫୮/୫ ଡିସେମ୍ବର ୨୦୨୩ କ୍ରମେ ବିଇଓ ସିଂକୁ ବିରୋଧରେ ଶୄଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । କାର୍ଯ୍ୟରେ ଅବହେଳା ଯୋଗୁଁ ଏପରି ନିର୍ଦ୍ଦେଶ ଦିଆଯାଇଛି । ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ଜିଲା ଶିକ୍ଷାଧିକାରୀ କାର୍ଯ୍ୟାଳୟରେ ଉପସ୍ଥିତ ରହିବା ସହିତ ମୁଖ୍ୟାଳୟ ଛାଡି ନଯିବାକୁ ଚିଠିରେ ଉଲ୍ଲେଖ ରହିଛି ।

Leave A Comment

All fields marked with an asterisk (*) are required