Search for:
  • Home/
  • ରାଜ୍ୟ/
  • ନାମାଙ୍କନପତ୍ର ଦାଖଲ କଲେ ପ୍ରଣବ ପ୍ରକାଶ

ନାମାଙ୍କନପତ୍ର ଦାଖଲ କଲେ ପ୍ରଣବ ପ୍ରକାଶ

Spread the love

Loading

ନାମାଙ୍କନପତ୍ର ଦାଖଲ କଲେ ପ୍ରଣବ ପ୍ରକାଶ, ଶୁଭେଚ୍ଛା ଜଣାଇଲେ ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ

ଭୁବନେଶ୍ୱର:ସମ୍ବଲପୁର ଲୋକସଭା ଆସନ ପାଇଁ ଆଜି ନାମାଙ୍କନପତ୍ର ଦାଖଲ କରିଛନ୍ତି ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ। ନାମାଙ୍କନ ପୂର୍ବରୁ ମାଆ ସମଲେଶ୍ବରୀଙ୍କ ଦର୍ଶନ କରିଥିଲେ ସମ୍ବଲପୁର ବିଜେଡି ଲୋକସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ। ପରେ ବିଶାଳ ଶୋଭାଯାତ୍ରାରେ ସମର୍ଥକଙ୍କ ଗହଣରେ ଆସି ନାମାଙ୍କନପତ୍ର ଦାଖଲ କରିଥିଲେ ପ୍ରଣବ ପ୍ରକାଶ । ଅନ୍ୟପଟେ ବବିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ନବୀନ କହିଛନ୍ତି, ମୁଁ ନିଶ୍ଚିତ ଯେ, ଏହି ନିର୍ବାଚନରେ ତୁମେ ନିଶ୍ଚୟ ଜିତିବ। ନବୀନଙ୍କ ଏହି ଶୁଭେଚ୍ଛା ବାର୍ତ୍ତା ବିଜେଡି କର୍ମୀଙ୍କ ମନୋବଳ ବଢାଇଛି।

Leave A Comment

All fields marked with an asterisk (*) are required