Search for:

ବୁଧବାର ରାଶିଫଳ ପଢନ୍ତୁ।

Spread the love

Loading

ବୁଧବାର ରାଶିଫଳ (୦୫-୦୭-୨୦୨୩)

ମେଷ: ଅନ୍ୟମାନଙ୍କ ଉପରେ ଭରସା କରନ୍ତୁନି। ପ୍ରତ୍ୟେକ ଦିଗରୁ ହତୋତ୍ସାହ ହେବେ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟର ସହ କାମ କରନ୍ତୁ। ପରିବାର ଲୋକ ଆପଣଙ୍କ ଉପରେ ଅସନ୍ତୁଷ୍ଟ ହୋଇପାରନ୍ତି।

ବୃଷ: ପରିବାର ସଦସ୍ୟଙ୍କ ସହାୟତା ଯୋଗୁଁ ଅଟକି ଥିବା କାମକୁ ପୂରା କରିବେ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ତରବରିଆ ଭାବେ ଗୁରୁତ୍ବପୂର୍ଣ୍ଣ କାମ କରିବା ଅନୁଚିତ। ବ୍ୟୟ ଅଧିକ ହେବ।

ମିଥୁନ: କୌଣସି କାମରେ ସମସ୍ୟା ହେବନି। ସୁସମ୍ବାଦ ମିଳିବ। ପ୍ରତ୍ୟେକ କ୍ଷେତ୍ରରେ ମାନସମ୍ମାନ ଓ ପ୍ରଶଂସିତ ହେବେ। ସାମାଜିକ କାର୍ଯ୍ୟ କରିବାରେ ରୁଚି ବଢ଼ିବ। ଛାତ୍ରଛାତ୍ରୀମାନେ ପଢ଼ାରେ ଭଲ ପ୍ରଦର୍ଶନ କରିବେ।

କର୍କଟ: ବ୍ୟବସାୟରେ ଲାଭବାନ ହେବେ। ଆତ୍ମବିଶ୍ବାସ ବୃଦ୍ଧି ପାଇବ। ନିଜର ଦାୟିତ୍ବକୁ ସୁରୁଖୁରୁରେ ସମ୍ଭାଳିବେ। ବନ୍ଧୁଙ୍କ ସହିତ ମଧୁର ବ୍ୟବହାର କରିବେ। ଦୂରସ୍ଥାନ ଯାତ୍ରା କରିପାରନ୍ତି।

ସିଂହ: କାମଚାପ ଅଧିକ ରହିବ। ସ୍ବାସ୍ଥ୍ୟପ୍ରତି ଅଧିକ ଧ୍ୟାନ ଦିଅନ୍ତୁ। କ୍ରୋଧ ଉପରେ ନିୟନ୍ତ୍ରଣ ରଖୀବା ଭଲ। ତରବରିଆ ଭାବେ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଗୁରୁଜନଙ୍କ କଥା ମାନି ଚଳନ୍ତୁ।

ତୁଳା: ଘର ମାହୋଲ ଶାନ୍ତିପୂର୍ଣ୍ଣ ରହିବ। କାର୍ଯ୍ୟକ୍ଷେତ୍ରରେ ଚାପ ଯୋଗୁଁ ଅସ୍ଥିରତା ଅନୁଭବ କରିପାରନ୍ତି। ପତି-ପତ୍ନୀଙ୍କ ମଧ୍ୟରେ ସୁସମ୍ପର୍କ ରହିବ। ଛାତ୍ରଛାତ୍ରୀ ଖେଳ ପ୍ରିୟ ହେବ।

ବିଛା: ବିଦ୍ୟାର୍ଥୀମାନେ ନିଜ କ୍ୟାରିୟରକୁ ଅଧିକ ଗୁରୁତ୍ବ ଦେବା ଦରକାର। ଆଳସ୍ୟ ଓ ଚିନ୍ତାରେ ଦିନଟି ବିତିବ। ପ୍ରେମ ବ୍ୟାପାରରେ ଶୁଭ ଖବର ପାଇବେ । ଘର କାମରେ ବ୍ୟସ୍ତ ରହିପାରନ୍ତି।

ଧନୁ: ନକାରାତ୍ମକ ପ୍ରବୃତ୍ତିର ଲୋକଙ୍କ ଠାରୁ ଦୂରେଇ ରୁହନ୍ତୁ। ଅଫିସ୍‌ ଓ ଘର କାମରେ ବ୍ୟସ୍ତ ରହିବେ। ମହିଳାମାନେ ଧାର୍ମିକ କାର୍ଯ୍ୟରେ ସମୟ ବିତାଇବେ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ।

 

Leave A Comment

All fields marked with an asterisk (*) are required