Search for:
  • Home/
  • ରାଜ୍ୟ/
  • ଫୁଲବାଣୀ ବିଧାୟକ ପ୍ରାର୍ଥୀ ଦେବନାରାୟଣ ପ୍ରଧାନଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ

ଫୁଲବାଣୀ ବିଧାୟକ ପ୍ରାର୍ଥୀ ଦେବନାରାୟଣ ପ୍ରଧାନଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ

Spread the love

Loading

ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ତଥା ଫୁଲବାଣୀ ବିଧାୟକ ପ୍ରାର୍ଥୀ ଦେବନାରାୟଣ ପ୍ରଧାନଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ

ଭୁବନେଶ୍ୱର, ତା.୨୩/୦୧: ଭାରତୀୟ ଜନତା ପାର୍ଟୀ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ତଥା ଫୁଲାବାଣୀ ବିଧାୟକ ପ୍ରାର୍ଥୀ ଶ୍ରୀ ଦେବାନାରାୟଣ ପ୍ରଧାନ (ବାବୁ ଭାଇ)ଙ୍କ ଅକାଳ ବିୟୋଗରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଓ ବିରୋଧୀ ଦଳ ନେତା ଶ୍ରୀ ଜୟନାରାୟଣ ମିଶ୍ର ଗଭୀର ଶୋକ ବ୍ୟକ୍ତ କରିବା ସହିତ ତାଙ୍କ ବିୟୋଗ ପାର୍ଟୀ ପାଇଁ ଅପୁରଣୀୟ କ୍ଷତି ବୋଲି କହିଛନ୍ତି ।
ସ୍ୱର୍ଗତଃ ପ୍ରଧାନଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ଏଭଳି ଦୁଖଦଃ ସମୟରେ ଶୋକସନ୍ତପ ପରିବାରବର୍ଗ ଏବଂ ବନ୍ଧୁଜନଙ୍କୁ ଅସୀମ ଧର୍ଯ୍ୟ ପ୍ରଦାନ କରିବା ପାଇଁ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ରାଜ୍ୟ ସଭାପତି ଶ୍ରୀ ସାମଲ ଓ ବିରୋଧୀ ଦଳ ନେତା ଶ୍ରୀ ମିଶ୍ର ପ୍ରାର୍ଥନା କରିଛନ୍ତି ।

(ବିଜେପି ମିଡିଆ ସେଲ୍‌)

Leave A Comment

All fields marked with an asterisk (*) are required