Search for:

ଥାନା ସାମ୍ନାରେ ଦଳିତ ମହିଳାଙ୍କୁ ଘୋଷାଡ଼ି ନେବା ଘଟଣା: ବଦଳି ହେଲେ ତିନି ପୋଲିସ କର୍ମଚାରୀ

ଥାନା ସାମ୍ନାରେ ଦଳିତ ମହିଳାଙ୍କୁ ଘୋଷାଡ଼ି ନେବା ଘଟଣା: ବଦଳି ହେଲେ ତିନି ପୋଲିସ କର୍ମଚାରୀ ଭୁବନେଶ୍ୱର: ଚାନ୍ଦବାଲି: ଥାନା ସମ୍ମୁଖରେ ଦଳିତ ମହିଳାଙ୍କୁ ଘୋଷାରି ଘୋଷାରି ମାଡ଼ ଘଟଣାରେ ତିନି ଜଣ ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ମାମଲା ରୁଜ୍ଜୁ ସହ ଜିଲ୍ଲା କାର୍ଯ୍ୟାଳୟକୁ ବଦଳି କରାଯାଇଛି । ଏହି ତିନି ପୋଲିସ କର୍ମଚାରୀଙ୍କ ନାଁରେ ଚାନ୍ଦବାଲି ଥାନାରେ ଲିଖିତ ଅଭିଯୋଗ ହୋଇଛି । ସେମାନଙ୍କ ବିରୋଧରେ ଅଧିକ ତଦନ୍ତ [...]

କ୍ବାର୍ଟର ଯେମିତି ଥିଲା, ସେମିତି ଫେରାଇବି’

ସରକାରୀ ବାସଭବନ ଭଙ୍ଗା ପ୍ରସଙ୍ଗ: ‘କ୍ବାର୍ଟର ଯେମିତି ଥିଲା, ସେମିତି ଫେରାଇବି’ ଭୁବନେଶ୍ବର: ସରକାରୀ ବାସଭବନ ଭଙ୍ଗା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ । କହିଲେ ବିଭ୍ରାନ୍ତିକର ଖବର ପ୍ରସାରଣ କରୁଛନ୍ତି କିଛି ଗଣମାଧ୍ୟମ । ବଙ୍କର କରାଯାଇଥିବା ନେଇ ଖବର ପ୍ରକାଶ ପାଉଛି । ଯାହା ସଂପୂର୍ଣ୍ଣ ଭାବେ ମିଥ୍ୟା ବୋଲି କହିଛନ୍ତି ପ୍ରଣବ।ସେହିଭଳି କିଛି ଗଣମାଧ୍ୟମକୁ ସଦବୁଦ୍ଧି ମିଳୁ। ‘ମୋତେ [...]

ଆରପାରିରେ ଡାକ୍ତର ଦାମୋଦର ରାଉତ, ଶଙ୍ଖ ଭବନରେ ଶେଷ ଦର୍ଶନ କଲେ ବହୁ ବରିଷ୍ଠ ନେତା

ଆରପାରିରେ ଡାକ୍ତର ଦାମୋଦର ରାଉତ, ଶଙ୍ଖ ଭବନରେ ଶେଷ ଦର୍ଶନ କଲେ ବହୁ ବରିଷ୍ଠ ନେତା ଭୁବନେଶ୍ୱର: ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ଦେହାନ୍ତ ହୋଇଛି। ୮୧ ବର୍ଷ ବୟସରେ ଶୁକ୍ରବାର ସକାଳ ୫ଟା ୨୩ ମିନିଟ ସମୟରେ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଯାଇଛି। ଦାମୋଦରଙ୍କ ପୁଅ ତଥା ବିଧାୟକ ସମ୍ବିତ ରାଉତରାୟ ଏହି ସୂଚନା ଦେଇଛନ୍ତି। ଗତ [...]