Search for:
  • Home/
  • Tag: #mukhyamantri

ଶ୍ରୀ ମୋହନ ଚରଣ ମାଝୀ ଙ୍କୁ ମାତା ଖୁଆଇଦେଲେ।

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ତାଙ୍କ କେନ୍ଦୁଝର ଗସ୍ତର ଦ୍ୱିତୀୟ ଦିନରେ ନିଜ ଜନ୍ମ ମାଟି ରାଇକଳା ଓ ଝୁମ୍ପୁରାକୁ ଯାଇ ସାଙ୍ଗସାଥୀ ଓ ସ୍ଥାନୀୟ ଲୋକଙ୍କ ସହ ମିଶି ପିଲାଦିନର ସ୍ମୃତିକୁ ମନେ ପକାଇଥିଲେ। ଭାବବିହ୍ୱଳ ମଧ୍ୟ ହୋଇଥିଲେ। ରାଇକଳାରେ ଆୟୋଜିତ ଏକ ସମ୍ବର୍ଦ୍ଧନା ସଭାରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସେ ଏଇ ଗାଁ ମାଟିର ପୁଅ। ଏଇ ଗାଁର ପିଲାମାନଙ୍କ ସହିତ ସେ [...]