Search for:
  • Home/
  • ରାଜ୍ୟ/
  • ଟ୍ରାଫିକ ପୋଷ୍ଟ ରୁ ହଟିବ ରେଡ୍ ଲାଇଟ।

ଟ୍ରାଫିକ ପୋଷ୍ଟ ରୁ ହଟିବ ରେଡ୍ ଲାଇଟ।

Spread the love

Loading

ଦୂର ହେବ ଟ୍ରାଫିକ ସମସ୍ୟା, ହଟିବ ରେଡ୍ ଲାଇଟ: ନଗର ଉନ୍ନୟନ ମନ୍ତ୍ରୀ

ଭୁବନେଶ୍ବର: ଦୂର ହେବ ଟ୍ରାଫିକ ସମସ୍ୟା। ଟ୍ରାଫିକ ପୋଷ୍ଟରୁ ହଟିବ ରେଡ ଲାଇଟ। ଲୋକଙ୍କୁ ଘଣ୍ଟା ଘଣ୍ଟା ଧରି ଟ୍ରାଫିକରେ ଅପେକ୍ଷା କରିବାକୁ ପଡ଼ିବନି। ଏଥିପାଇଁ ବିକଳ୍ପ ବ୍ୟବସ୍ଥା କରାଯିବ। ଓଭର ବ୍ରିଜ, ଆପ୍ରୋଚ ରୋଡ ପରି ବ୍ୟବସ୍ଥା କରାଯିବ। ଖୁବ୍ ଶୀଘ୍ର ଏ ନେଇ ବିଭାଗ ସ୍ତରୀୟ ଆଲୋଚନା କରାଯାଇ ନିଷ୍ପତି ନିଆଯିବ। ଏ ନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର।ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି ଯେ, ଟ୍ରାଫିକ ସମସ୍ୟା ଦୂର ପାଇଁ ବିକଳ୍ପ ବ୍ୟବସ୍ଥା କରାଯିବ। ଓଭର ବ୍ରିଜ, ଆପ୍ରୋଚ ରୋଡ ପରି ବ୍ୟବସ୍ଥା କରାଯିବ। ଖୁବ୍ ଶୀଘ୍ର ଏ ନେଇ ବିଭାଗ ସ୍ତରୀୟ ଆଲୋଚନା କରାଯାଇ ନିଷ୍ପତ୍ତି ନିଆଯିବ। ଏଣେ ମେଟ୍ରୋ ରେଳ ପ୍ରକଳ୍ପ ବନ୍ଦ ହେବନି ବୋଲି ବି ମନ୍ତ୍ରୀ କହିଛନ୍ତି। ଟ୍ୱିନ୍‌ ସିଟିରେ ଚାଲୁ ରହିବ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ କାମ। ବୋଲି କହିଲେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି।

Leave A Comment

All fields marked with an asterisk (*) are required